• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Thursday 21 Dec 2023

କୃତିକା- ଖାଦ୍ୟପେୟରେ ସତର୍କତା ଅବଲମ୍ବନ କରିବା ସହିତ ମାନସିକ ଚାପରୁ ଦୂରେଇ ରୁହନ୍ତୁ । ପୁରାତନ ଜିନିଷ ଓ ଗହଣା ଉପରେ ନିବେଶ କଲେ ବହୁତ ଲାଭ ଓ ଉନ୍ନତି ହୋଇପାରେ ।

ରୋହିଣୀ- ବ୍ୟବସାୟ ,ବାଣିଜ୍ୟ କ୍ଷେତ୍ରରେ ଶୁଭ ଫଳ ପାଇପାରନ୍ତି । ଚାକିରୀଆ ମାନେ ଉପରିସ୍ଥ ମାନଙ୍କର ଶ୍ରଦ୍ଧା ଲାଭ କରିବେ । ଛାତ୍ରଙ୍କ ଲେଖାପଢାରେ ବାଧା ଦୂର ହୋଇଯିବ ।

ମୃଗଶିରା- ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ । ଶିକ୍ଷାକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କ୍ୟାରିୟରରେ ସଫଳତା ଆଡକୁ ଅଗ୍ରସର ହେବେ । ମାଲି ମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :