• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aquarius

କୁମ୍ଭ

Thursday 21 Dec 2023

ଧନିଷ୍ଠା- ଗୃହ ଚିନ୍ତାରେ ବ୍ୟତିବ୍ୟସ୍ତ ହୋଇ ପଡିବେ । ମାନସିକ ସ୍ତରରେ ଉନ୍ନତି ଆସିବ । ସାସ୍କୃତିକ କାର୍ଯ୍ୟରେ ସମ୍ମାନିତ ହେବାର ଯୋଗ ରହିଛି ।

ଶତଭିଷା- ବୈବାହିକ ଜୀବନରେ ମଧୁରତା ଆସିପାରେ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ସାମାଜିକ ସ୍ତରରେ ପ୍ରଂଶସିତ ହୋଇପାରନ୍ତି । ଛାତ୍ରଛାତ୍ରୀ ମାନେ ଉଚ୍ଚଭିଳାଷୀ ହେବେ ।

ପୂ,ଭାଦ୍ରପଦ- ସବୁ ପ୍ରକାର ପରିସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହନ୍ତୁ । ରୋଜଗାରହୀନ ବ୍ୟକ୍ତିଙ୍କୁ ରୋଜଗାରର ସୁଯୋଗ ମିଳିବ । ସଞ୍ଚିତ ଅର୍ଥ ବୃଦ୍ଧି ପାଇବା ସହିତ ଅନେକ କ୍ଷେତ୍ରରେ କିଛି ଅର୍ଥ ନିବେଶ କରିପାରନ୍ତି ।

ପ୍ରତିକାର – କଳା ରାଶି କୁ ପିମ୍ପୁଡିକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :