• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Thursday 21 Dec 2023

ପୂ,ଭାଦ୍ରପଦ- ବ୍ୟବସାୟରେ ସମସ୍ୟା ସତ୍ୱେ ସଫଳତା ହାସଲ କରିବେ । ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ ।

ଉ,ଭାଦ୍ରପଦ- ଭାତୃ ସଂପର୍କରେ ଉନ୍ନତି ଘଟିବ । ନିଜ ବାଲ୍ୟ ବନ୍ଧୁଙ୍କୁ ବିବାହ ପ୍ରସ୍ତାବ ଦେଇପାରନ୍ତି । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି ।

ରେବତୀ- ସୁଖ, ସମୃଦ୍ଧି ବଢିବ, ମହିଳା ମାନେ ସମ୍ମାନୀୟ ହେବେ । ଗଣମାଧ୍ୟମରେ କର୍ମଚାରୀଙ୍କ ଲାଗି ଦିନଟି ଭଲ ରହିବ । ପୂର୍ବରୁ ଅର୍ଜିତ କରିଥିବା ସମ୍ପତ୍ତିକୁ ନେଇ କିଛି ବିଶେଷ ଯୋଗନା ପ୍ରସ୍ତୁତ କରିପାରନ୍ତି ।

ପ୍ରତିକାର – ହଳଦିଆ ରଙ୍ଗର ପୋଷାକ ବ୍ୟବହାର କରିବେ
 

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :