• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Thursday 21 Dec 2023

ମୃଗଶିରା- ବନ୍ଧୁମାନେ ଠିକ୍ ଖବର ଦେବାରେ ହେଳା କରିପାରନ୍ତି । ପାରିବାରିକ ଶାନ୍ତି ଓ ସ୍ଥିରତା ଅବ୍ୟାହିତ ରହିବ । ପ୍ରତ୍ୟେକ କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କରିବା କାରଣରୁ ଅଶାନ୍ତି ସୃଷ୍ଟି ହୋଇପାରେ ।

ଆଦ୍ରା- ରାଜନିତିରେ କୌଣସି ପଦକ୍ଷେପ ଗ୍ରହଣ କରିପାରନ୍ତି । ଅଫିସିଆଲି କ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀ ମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । କୌଣସି ସମ୍ବନ୍ଧକୁ ନେଇ ଅଧିକ ଭାବପ୍ରବଣ ରହି ପାରନ୍ତି ।

ପୁନର୍ବସୁ- ଶତ୍ରୁମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି । କୌଣସି କ୍ଷେତ୍ରରେ ଟଙ୍କା ବିନିଯୋଗ କରିବା କ୍ଷତିକାରକ ହୋଇପାରେ । କଳା, ସାହିତ୍ୟ, ଗବେଷଣା କ୍ଷେତ୍ରରେ ଖୁସି ରହିବେ ।

 

ପ୍ରତିକାର – ଭୁବନେଶ୍ୱରୀ ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :