• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Thursday 21 Dec 2023

ପୁନର୍ବସୁ- ଦାମ୍ପତ୍ୟ ଜୀବନରେ ସାମଞ୍ଜସ୍ୟ ବଜାୟ ରହିବ । ଔଷଧ ବ୍ୟବସାୟୀଙ୍କୁ ଭଲ ଲାଭ ହେବ । ଯେଉଁ କାମ କରିବାକୁ ଚାହିବେ ତାହା ସଂପୂର୍ଣ୍ଣ କରିବେ ।

ପୁଷ୍ୟା- ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ । ଖେଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ ।

ଅଶ୍ଲେଷା- ବାଧ୍ୟବାଧକତାରେ ଅନେକ ଟଙ୍କା ଖର୍ଚ୍ଚକରି ଦୁଖିତ ରହିବେ । ମାଲିମକଦ୍ଦମାରେ ଚିନ୍ତାଗ୍ରସ୍ତ ରହିବେ । ମହିଳା ମାନେ ନକାରତ୍ମକ ଚିନ୍ତାଧାରା ମନଭିତରେ ସୃଷ୍ଟି କରିବେ ।

ପ୍ରତିକାର – ବରଗଛ ମୂଳରେ କିଛି କ୍ଷୀର ଢାଳି ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :