• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Thursday 21 Dec 2023

ମଘା- ଫୁସଫୁସ ସଂକ୍ରମଣରେ ଆକ୍ରାନ୍ତ ହୋଇପାରନ୍ତି । ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ । ସାମାଜିକ କାର୍ଯ୍ୟରେ ରୁଚି ବଢିବ

ପୂ,ଫାଲଗୁନି- ଆପଣଙ୍କର ଦାମ୍ପତ୍ୟ ଜୀବନକୁ ସରସ ସୁନ୍ଦର କରିବେ । ପଛ କଥା ପଛରେ ପକାଇ ଏହି ସମୟର ସଦୁପଯୋଗ କରିପାରିଲେ ଭଲ । ମନରେ ସାହସ ବାନ୍ଧି କୌଣସି କାମ ଆରମ୍ଭ କରି ପାରିଲେ ଅବଶ୍ୟ ସଫଳତା ପାଇବେ

ଉ,ଫାଲଗୁନି- ରାଜନୀତିରେ ବଡ ଆହ୍ୱାନକୁ ଦୃଢଭାବେ ମୁକାବିଲା କରନ୍ତୁ । କୋର୍ଟ ମାମଲାରେ ବିଜୟ ଲାଭ କରିବେ । ପୈତୃକ ସମ୍ପତ୍ତି ବ୍ୟବହାର କରି କିଛ଼ି ଅର୍ଥ କମାଇ ପାରନ୍ତି ।

ପ୍ରତିକାର – ମାତଙ୍ଗୀଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :