• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Thursday 21 Dec 2023

ଉ,ଫଳଗୁନି- ସାମାନ୍ୟ ଶାରୀରିକ ସମସ୍ୟା ଦେଖାଦେବା ସହ ଦୁର୍ବଳତା ଅନୁଭବ କରିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦର ସମାଧାନ ହେବ ।

ହସ୍ତା- ସମାଜ ସେବାରେ ଉଲ୍ଲେଖନୀୟ ସଫଳତା ଲାଭ କରିବେ । କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ କରିବା ପାଇଁ ବିଦେଶ ଗ୍ରସ୍ତ କରିପାରନ୍ତି ।

ଚିତ୍ରା- ପର୍ଯ୍ୟଟନ କ୍ଷେତ୍ରରେ ଥିବା ଲୋକଙ୍କ ଲାଗି ଧନଲାଭର ଯୋଗ ଅଛି । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିପାରେ । ମହିଳାମାନେ ସଜବାଜରେ ଦିନ କଟିବେ ।

ପ୍ରତିକାର – ଶ୍ରୀ ବିଷ୍ଣୁଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :