• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Thursday 21 Dec 2023

ଚିତ୍ରା- ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ । କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ପାଇବେ । ସାମାଜିକ ମାନସମ୍ମାନ ବୃଦ୍ଧି ପାଇବା ପାଇଁ ବ୍ୟକ୍ତିତ୍ୱର ବିକାଶ ଘଟିବ ।

ସ୍ୱାତୀ- ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ । ପ୍ରତାରଣା ଜନିତ ଦୁଃଖ ଭୋଗିବାକୁ ପଡିବ । ଜରୁରୀ କାମକୁ ମିତ୍ରଙ୍କ ସହାୟତାରେ ପୂରଣ ହେବ ।

ବିଶାଖା- ସମ୍ପତି ପାଇଁ ସାମାନ୍ୟ ମତାନ୍ତର ସୃଷ୍ଟି ହୋଇପାରେ । ଆକସ୍ମିକ ଭାବରେ ମୋଟା ଅଙ୍କର ଅର୍ଥ ଆବଶ୍ୟକ ହୋଇପାରେ । ମହିଳା ମାନେ ଉତ୍ସାହିତ ରହିବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :