• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Scorpio

ବିଛା

Thursday 21 Dec 2023

ବିଶାଖା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତ୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୌଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।

ଅନୁରାଧା- ଚାକିରିଆ ଉଚ୍ଚ ପଦବୀ ପ୍ରାପ୍ତ କରିବେ । ସଙ୍ଗୀତରେ ରୁଚି ରଖିଥିବା ଲୋକଙ୍କୁ ଭଲ ଗୁରୁ ମିଳିବେ । ଦରକାରୀ ଜିନିଷ କିଣିବାରେ ଅଧିକ ଖର୍ଚ୍ଚ ହୋଇପାରେ ।

ଜ୍ୟେଷ୍ଠା- ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ । ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ ।

ପ୍ରତିକାର –ଲାଲ୍ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :