• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Dec 2023: ଚାକିରି ସମ୍ବନ୍ଧୀୟ ଭଲ ଖବର ମିଳିପାରେ,ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ..

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ରାତ୍ରି ୧୦.୦୯ ଗତେ ମେଷ । ତିଥି- ୯ମୀ ଦିବା ୦୯.୩୭ ଗତେ ୧୦ମୀ । ଘାତଚନ୍ଦ୍ର- ଧନୁ ରାଶିର , ରାତ୍ରି ୧୦.୦୯ ଗତେ ମେଷ ରାଶିର । ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Thursday 21 Dec 2023

ମୂଳା- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ପୂ,ଷାଢା- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତ୍ତୀମାନ ସ୍ଥାପନ କରିବେ ।

ଉ,ଷାଢା- ରାଜନୀତିରେ ପ୍ରଗତିର ଭାବମୂର୍ତ୍ତି ରକ୍ଷା କରି ଚାଲିବା କଠିନ ହୋଇ ପଡିବ । ମହିଳା ମାନେ ପଡୋଶୀଙ୍କ ସହ ଭଲ ସମ୍ପର୍କ ସ୍ଥାପନ କରିବେ । ପୂର୍ବରୁ ଚାଲୁଥିବା ଆଇନଗତ ଲଢେଇରେ ବିଜୟ ଲାଭ କରିବେ ।

ପ୍ରତିକାର – ବୃହସ୍ପତିଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :