• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Aries

ମେଷ

Friday 22 Dec 2023

ଅଶ୍ୱନୀ- ପରିବହନ କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇପାରେ। ପରିବାରରେ କାହାର ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହେବାର ସୂଚନା ରହିଛି । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ନିଯୁକ୍ତ ହେବେ ଏବଂ ସଫଳତା ଅବଶ୍ୟ ପାଇବେ ।

ଦ୍ୱିଜା- ବ୍ୟବସାୟରେ ଆୟର ସ୍ରୋତ ଖୋଲିଯିବ । ଦୂର ଯାତ୍ରାରେ ଲକ୍ଷ୍ୟ ପୂରଣ କରିପାରନ୍ତି । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ ।

କୃତିକା- ନୂତନ ଗୃହ ନିର୍ମାଣର ସୁଯୋଗ ଆସିବ । ବିଦ୍ୟାର୍ଥୀ ମାନେ ପଢାପଢିରେ ମନଭାବ ପ୍ରକାଶ କରିବେ । ଶଥ୍ରଉମାନେ ଆପଣଙ୍କୁ ମାଲିମକଦ୍ଦମାରେ ପକାଇ ଖର୍ଚ୍ଚାନ୍ତ କରିପାରନ୍ତି ।

 

ପ୍ରତିକାର - ଓଁ ହ୍ରୀଂ ଶ୍ରୀଂ ମଙ୍ଗଳାୟ ନମଃ ଜପ କରନ୍ତୁବୃ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :