• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Taurus

ବୃଷ

Friday 22 Dec 2023

କୃତିକା- ବିଦେଶରେ ଥିବା ସପଂର୍କୀୟ ଠାରୁ ଶୁଭ ଖବର ପାଇବେ । ବ୍ୟବସାୟରେ ସମସ୍ୟା ସତ୍ୱେ ଲାଭ ଆଦି ଫଳ ଭୋଗ କରିବେ । ଭାଇ-ଭଉଣୀଙ୍କ ଭିତରେ ସଂପର୍କ ଭଲ ରହିବ ।

ରୋହିଣୀ- ରାଜନୀତିରେ ବିରୋଧିଙ୍କ ପ୍ରତି ସାବଧାନ ରୁହନ୍ତୁ । ସଭା ସମିତି ପ୍ରଭୁତିରୁ ଅଶ୍ୱସ୍ଥି ଲାଭ କରିବେ । ସାମ୍ବାଦିକ କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତି ମାନଙ୍କ ପାଇଁ ଭଲ ସମୟ ଆସିପାରେ ।

ମୃଗଶିରା- ଶିକ୍ଷାତ୍ରୀମାନେ ଦେଇଥିବା ପରୀକ୍ଷାରେ କୃତକାର୍ଯ୍ୟ ହେବେ । ସାମାଜିକ ଗତିବିଧିରେ ସକ୍ରିୟ ଭୂମିକା ନିର୍ବାହ କରିବେ । ଚଳଚିତ୍ର କ୍ଷେତ୍ରରେ ସମସ୍ୟା ଦେଖାଦେବ ।

ପ୍ରତିକାର – ମା କଟକଚଣ୍ଡିଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :