• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Pisces

ମୀନ

Friday 22 Dec 2023

ପୂ,ଭାଦ୍ରପଦ- ସାମାଜିକ କାର୍ଯ୍ୟରେ ରତ ହେଲେ ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାର୍ଶୀବାଦ ପ୍ରାପ୍ତ ହେବ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ଯିବେ ।

ଉ,ଭାଦ୍ରପଦ- ଅଫିସରେ ବଡ ଅଧିକାରୀ ମାନଙ୍କର ସହଯୋଗ ପାଇବେ । ଭାଷଣ ବାଜିରେ କ୍ରୋଧକୁ ଆୟତ କରିବା ଉଚିତ୍ । ଛାତ୍ରଛାତ୍ରୀ ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ରେବତୀ- ପୈତୃକ ସମ୍ପତି ପାଇଁ ଲାଗିରହିଥିବା ସମସ୍ୟାରୁ ମୁକ୍ତ ହେବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ହୋଇ ଚଳିବା ଉଚିତ୍ । ସାମ୍ବାଦିକ ମାନେ ନିଜ କାର‌୍ୟ୍ୟରେ କୃତିତ୍ୱ ଲାଭ କରିବେ । ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ ।

ପ୍ରତିକାର – ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :