• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Gemini

ମିଥୁନ

Friday 22 Dec 2023

ମୃଗଶିରା- କର୍ମ କ୍ଷେତ୍ରରେ ବହୁ ସମୟ କାଟିବାକୁ ବାଧ୍ୟ ହେବେ ଓ କଳବଳ ଖଟାଇ ନିଜ ସ୍ଥାନକୁ କୌଣସି ମତେ ଦୃଢ କରିବେ । ରାଜନୀତିରେ ସୁନାମ ବଢିବା ସହ ଆୟ ଉତ୍ତମ ହେବ । ସାମ୍ବାଦିକ ମାନେ ଲକ୍ଷ ଦିଗରେ ଆଗେଇବେ ।

ଆଦ୍ରା- ଚାକିରିଆଙ୍କୁ ଅଫିସ୍ କାମରେ ଦୂର ଜାଗାକୁ ଯାତ୍ରା କରିବେ । ସମାନ ବିଚାର ଧାରା ଲୋକଙ୍କ ସହିତ ଭେଟ ହେବା ଫଳରେ ଧର୍ମ କାର୍ଯ୍ୟରେ ନିୟୋଜିତ ହୋଇପାରନ୍ତି । ଧନର ଠିକ୍ ଉପଯୋଗ କରିବା ପାଇଁ ଚେଷ୍ଟା କରିବେ ।

ପୁନର୍ବସୁ- କଚେରୀ ମାମଲା ମାନସିକ ସ୍ଥିତିକୁ ବିଗାଡି ଦେଇପାରେ । ଛାତ୍ରଛାତ୍ରୀମାନେ ପାଠ ପଢାରେ ଅନ୍ୟମନସ୍କ ହୋଇ ପାରନ୍ତି । ଅଧା ଅଧୁରା କାର୍ଯ୍ୟ ପୂରଣ ହୋଇଯିବ ।

 

ପ୍ରତିକାର – ମା ବିରଜାଙ୍କର ଆରଧନା କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :