• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Cancer

କର୍କଟ

Friday 22 Dec 2023

ପୁନର୍ବସୁ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡ଼ା ଅପେକ୍ଷାକୃତ କମ ରହିବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାଯ୍ୟ ପାଇ ଖୁସି ହେବେ ।

ପୁଷ୍ୟା- ଗୋଡ଼ରେ କିଛି ସମସ୍ୟା ଦେଖାଦେବ । ବନ୍ଧୁ ମାନଙ୍କର ଅପପ୍ରଚାରରୁ ମାନସିକ ଅଶାନ୍ତି ଦେଖାଦେଇ ପାରେ । ଦୂର ଯାତ୍ରାରେ ଲକ୍ଷଣ ପୂରଣ କରିପାରନ୍ତି ।

ଅଶ୍ଲେଷା- ବିଦ୍ୟାର୍ଥୀମାନଙ୍କୁ ପଢାରେ ସମ୍ମାନ ମିଳିବା ସହିତ ବିଦେଶା ଗତ ହେବାର ସୁଯୋଗ ରହିଛି । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ବେଳେ ସଂଯମ ରଖନ୍ତୁ । ଘରକୁ ଜିନିଷ କିଣି ଅଧିକ ପଇସା ଖର୍ଚ୍ଚ କରିପାରନ୍ତି ।

ପ୍ରତିକାର – ଚନ୍ଦ୍ରଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :