• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Leo

ସିଂହ

Friday 22 Dec 2023

ମଘା- କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାଯ୍ୟ ପାଇବେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ । ଶିକ୍ଷାତ୍ରୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ ।

ପୂ,ଫାଲଗୁନି- ଚାକିରିରେ ହାକିମଙ୍କ ପ୍ରତି ଭୟ ରହିବ । ବିଶିଷ୍ଠ ବ୍ୟକ୍ତିଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ମହିଳାମାନେ ବିଭିନ୍ନ ପ୍ରକାର ଲାଭର ସୌଭାଗ୍ୟ ଲାଭ କରବେ । ରାଜନୀତିରେ ନୂତନ ସମସ୍ୟାରେ ପୀଡ଼ିତ ହେବେ ।

ଉ,ଫାଲଗୁନି- ଋଣକ୍ଷେତ୍ରରେ ଅର୍ଥ ଲାଭ କରିବେ । ପୁରୁଣା ଗାଡି ବିକିବାରେ ମନ ବଳାଇବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ଦୂରଯାତ୍ରା କରି ମନ ଖୁସି ରହିବ ।

ପ୍ରତିକାର – ଶ୍ରୀ ମାତଙ୍ଗୀଙ୍କ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :