• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Virgo

କନ୍ୟା

Friday 22 Dec 2023

ଉ,ଫଳଗୁନି- ବେପାର ବୃତ୍ତିରେ ସଫଳତା ହାସଲ କରିବେ । କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରେ । ରାଜନୀତିରେ କୌଣସି ପଦ ବ୍ୟକ୍ତିଙ୍କ ସାନିଦ୍ଧ୍ୟ ପାଇ ପାରନ୍ତି ।

ହସ୍ତା- କ୍ଷମତାଶାଳୀ ହେବାର ସୁଯୋଗ ଆସିବ । ବ୍ୟବସାୟରେ ନୂତନ ବ୍ୟବସାୟ କରିବାର ଆଶା ମିଳିବ । ଅପ୍ରତ୍ୟାଶିତ ସମ୍ପତି ମିଳିବାର ସୂଚନା ଅଛି । ପାରିବାରିକ ଅସ୍ୱାସ୍ଥ୍ୟ କର ପରିସ୍ଥିତିକୁ ନେଇ ଚିନ୍ତା ଗ୍ରସ୍ତ ରହିବେ ।

ଚିତ୍ରା- କଳା ବିଦ୍ୟା ପ୍ରତି ଆଗ୍ରହ ସୃଷ୍ଟି ହୋଇପାରନ୍ତି । ଗୃହିଣୀମାନେ ଗୃହପୋକରଣ ସଂଗ୍ରହ କରି ପାରନ୍ତି । ସଭା ସମିତି ପ୍ରଭୁତିରୁ ଆଶ୍ଵସ୍ଥି ଲାଭ କରିବେ ।

ପ୍ରତିକାର - ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :