• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Libra

ତୁଳା

Friday 22 Dec 2023

ଚିତ୍ରା- ଜୀବନସାଥୀଙ୍କ ସହିତ ସୁଖଦ ସନ୍ଧ୍ୟା ଅତିବାହିତ କରିବେ । କର୍ମ କ୍ଷେତ୍ରରେ ପଦୋନ୍ନତି ପାଇବାର ସୂଚନା ମିଳିବ । ସପରିବାର ବଡ ସହରକୁ ଯିବାର ଯୋଜନା କରିପାରନ୍ତି ।

ସ୍ୱାତୀ- ବିଦେଶ ଯାତ୍ରାର ସୁଯୋଗ ଆସିବ ଏବଂ ଲାଭବାନ୍ ହେବେ । ବିବାହ ଆଦି ଶୁଭକର୍ମରେ ଯୋଗ ଦେଇ ପାରନ୍ତି । କ୍ୟାରିୟର କ୍ଷେତ୍ରରେ ବିଶେଷ ଧ୍ୟାନ ହେବା ଦରକାର ।

ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଘରୋଇ କାର୍ଯ୍ୟ ଯୋଗୁଁ ଥକା ଅନୁଭବ କରିବେ । ଜଗା ,ଜମି, ଗୃହ ସମ୍ବନ୍ଧୀୟ ସମସ୍ୟାର ସମାଧାନ ହୋଇପାରେ ।

ପ୍ରତିକାର – ଭାର୍ଗବିଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :