• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Dec 2023 : ବିଦେଶ ଯାତ୍ରାର ସୁଯୋଗ ଆସିବ, ପୁରୁଣା ରୋଗରୁ ତ୍ରାହି ପାଇବେ...

ସୌର ଧନୁମାସ ମାର୍ଗଶିର ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ଶୁକ୍ରବାର । ଚନ୍ଦ୍ର- ମେଷ ଅହୋରାତ୍ର । ତିଥି- ୧୦ମୀ ଦିବା ୦୮.୧୬ ଗତେ ୧୧ଶୀ । ଘାତଚନ୍ଦ୍ର- ମେଷ ରାଶିର । ଅହୋରାତ୍ର ,ଘାତବାର- ବିଛା, ଧନୁ ଓ ମୀନ ରାଶିର । ପୁଷ୍କର ଦୋଷ- ନାସ୍ତି ।

Sagittarius

ଧନୁ

Friday 22 Dec 2023

ମୂଳା- ପାରିବାରିକ କ୍ଷେତ୍ରରେ ଆର୍ଥିକ ସଙ୍କଟ ଦୂରେଇଯିବା ଫଳରେ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅଯଥା ଖର୍ଚ୍ଚରୁ ନିଜକୁ ରୋକିବାକୁ ହେବ ନଚେତ ଆବଶ୍ୟକତା ସମୟରେ ଆପଣଙ୍କ ପାଖରେ ପଇସାର ଅଭାବ ଦେଖାଯାଇପାରେ ।

ଉ,ଷାଢା- ନୂଆ ଲୋକଙ୍କ ସହିତ ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସାମାଜିକତା କ୍ଷେତ୍ରରେ ସକ୍ରିୟତା ବଢିପାରେ । ଅଚାନକ ଧନଲାଭ ହେତୁ ଆଥିକ ସ୍ଥିତି ସୁଧାର ଆସିଯିବ ଓ ଆୟ ବୃଦ୍ଧି ହେବ ।

 

ପ୍ରତିକାର – ହନୁମାନଙ୍କ ପୂଜାପାଠ ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :