• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Taurus

ବୃଷ

Tuesday 05 Dec 2023

କୃତିକା- ଅନିୟମିତ ଆହାର ଯୋଗୁ ସ୍ୱାସ୍ଥ୍ୟରେ ସମସ୍ୟା ଦେଖାଦେଇପାରେ । ଅଫିସ୍ କାମରେ କୌଣସି ବ୍ୟକ୍ତି ଈର୍ଷା ପରାୟଣ ହୋଇ ପରିସ୍ଥିତିକୁ ଭିନ୍ନ ରୂପ ଦେଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ବନ୍ଧୁ ସାହାଯ୍ୟ କରିବେ ।

ରୋହିଣୀ- ପାରିବାରିକ କ୍ଷେତ୍ରର ସମସ୍ୟା ସମାଧାନ କରିବା ସକାଶେ ଚେଷ୍ଟା କରିବେ। ଉଚ୍ଚ ବର୍ଗଙ୍କ ଠାରୁ ପରୋକ୍ଷରେ ସମାଲୋଚିତ ହେବେ । କର୍ମକ୍ଷେତ୍ରରେ ଭୁଲ୍ ଖବର ପାଇ ବିବ୍ରତ ହୋଇପାରନ୍ତି ।

ମୃଗଶିରା- ପାଖପଡ଼ୋଶୀଙ୍କ ସହ ସୁସମ୍ପର୍କ ସ୍ଥାପନ କରିବା ପାଇଁ ମନ ବଳାଇବେ । ରାଜନୀତିରେ ନେତୃତ୍ୱ ନେଇ ପ୍ରଶଂସିତ ହେବେ । କଚେରି ମାମଲା ମନ୍ଥର ହୋଇପାରେ ।

ପ୍ରତିକାର – ମା କମଳାଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :