• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Sagittarius

ଧନୁ

Tuesday 05 Dec 2023

ମୂଳା- ଦାମ୍ପତ୍ୟ ସୁଖରେ ଆସାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ଉନ୍ନତ ଜ୍ଞାନ କୈାଶଳରେ କାର୍ଯ୍ୟ କରୁଥିବା ଲୋକମାନଙ୍କ ପାଇଁ ବିଶେଷ ଶୁଭ ହେବ ।

ପୂ,ଷାଢା- କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ୱାରା ପୁରସ୍କୃତ ହେବେ । ରାଜନୀତିରେ ନିଜର ଭାବମୂର୍ତ୍ତି ରକ୍ଷା କରିବା ପାଇଁ ଚେଷ୍ଟା କରିବେ । ଓକିଲ ପୁରୁଣା ମକଦ୍ଦମାରେ ଜୟଲାଭ କରିବେ ।

ଉ,ଷାଢା- ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଏବଂ ସଜ୍ଜନମାନଙ୍କ ସଙ୍ଗ ଲାଭକରି ସାମୟିକ ଖୁସୀ ରହିବେ । ନୂତନ ଯୋଜନାରେ ଚୁକ୍ତିପତ୍ର ସ୍ୱାକ୍ଷରିତ ହୋଇପାରେ । ପିଲାମାନଙ୍କ ପଢ଼ାସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିପାରେ।

 

ପ୍ରତିକାର – ଗୁରୁଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :