• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Capricorn

ମକର

Tuesday 05 Dec 2023

ଉ,ଷାଢା- ସୁସ୍ଥ ମାନସିକତା ରକ୍ଷା କରିବେ । ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବିଦେଶୀ ବନ୍ଧୁଙ୍କ ଦ୍ୱାରା ଅଧିକ ଉପକୃତ ହେବେ ।

ଶ୍ରବଣା- ରାଜନୀତିରେ ଲୋକଙ୍କ ପ୍ରିୟ ରହିବେ । କାର୍ଯ୍ୟକ୍ଷେତ୍ରରେ ଖୁବ ଶିଘ୍ର ସଫଳତା ପାଇବେ । ଆୟରେ ଉନ୍ନତି ଘଟିବ । ଅଫିସ୍ କାମରେ ସଂପୂର୍ଣ୍ଣ ବ୍ୟସ୍ତ ରହିବେ ।

ଧନିଷ୍ଠା- ମାଲିମକଦ୍ଦମା, ତର୍କବିତର୍କ, କ୍ଷେତ୍ରରୁ ଶୁଭଫଳ ପାଇବେ । ଖଳଲୋକଙ୍କ କଥାରେ ଭୁଲ୍ ମାର୍ଗ ଅନୁସରଣ କରି ହଇରାଣ ହେବେ। କେତେକ କାମ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟ ହୋଇପାରନ୍ତି ।

ପ୍ରତିକାର – ଗରିବ ଲୋକଙ୍କୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :