• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 5th Dec 2023 : ଦାମ୍ପତ୍ୟ ଜୀବନରେ ତିକ୍ତତା, ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ସିଂହ ଅହୋରାତ୍ର । ତିଥି- ୮ମୀ ରାତ୍ରି ୧୨.୩୭ ଗତେ ୯ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୩.୩୭ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Tuesday 05 Dec 2023

ଧନିଷ୍ଠା- ବାଣିଜ୍ୟ ଓ ବ୍ୟବସାୟ, ପରିବହନ ତଥା ଲେଖାପଢ଼ା ଓ କ୍ଷେତ୍ରରେ ଶୁଭଫଳ ପାଇବେ । ବନ୍ଧୁ ମାନଙ୍କ ସହଯୋଗୀ ମନୋଭାବ ପ୍ରତି ପ୍ରେମାନୁରାଗୀ ହୋଇପାରନ୍ତି।

ଶତଭିଷା-ଅତି ନିକଟର ବନ୍ଧୁବାନ୍ଧବଙ୍କ ସହ ଅତି ପ୍ରିୟତା ସୃଷ୍ଟି ହେବ । ସମାଜ ସେବାରେ ବେଶ୍ ଆନନ୍ଦ ଅନୁଭବ କରିବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ପୂ,ଭାଦ୍ରପଦ- ଜମିଜମା କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ନୂତନ ଚୁକ୍ତିପତ୍ର ବନ୍ଧୁଙ୍କ ଜରିଆରେ ସ୍ୱାକ୍ଷରିତ ହୋଇପାରେ। ପ୍ରତ୍ୟେକ କ୍ଷେତ୍ରରେ ଭାବିଚିନ୍ତି କାମ କରିବା ଭଲ ହେବ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :