• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Aquarius

କୁମ୍ଭ

Wednesday 06 Dec 2023

ଧନିଷ୍ଠା- ପାରିବାରିକ କ୍ଷେତ୍ରରେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । କର୍ମକ୍ଷେତ୍ରରେ ମଧୁର ବାକ୍ୟ କହି ନିଜର କାର୍ଯ୍ୟ ହାସଲ କରିନେବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇଯିବ ।

ଶତଭିଷା- ରାଜନୈତିକ କ୍ଷେତ୍ରରେ ସଫଳତା ପାଇବେ । ବିଦ୍ୟାର୍ଥୀ ମାନେ ଉଚ୍ଚଶିକ୍ଷା ପାଇଁ ଆଗ୍ରହି ହୋଇପାରନ୍ତି । କ୍ରୀଡାକ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ପାଇବେ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ ।

ପୂ,ଭାଦ୍ରପଦ- ମାଲିମକଦ୍ଦମାର ସମାଧାନ ହେବାର ସମ୍ଭାବନା ସୃଷ୍ଟି ହୋଇପାରେ । କ୍ରୀଡା କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷାରେ ସଫଳତାଦି ଅଭିଳାଷା ପୂର୍ଣ୍ଣତା ଲାଭ କରିବ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :