• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Pisces

ମୀନ

Wednesday 06 Dec 2023

ପୂ,ଭାଦ୍ରପଦ- ପାରିବାରିକ କ୍ଷେତ୍ରରେ ଆଶିଂକ ଉନ୍ନତି ଦେଖା ଦେଇପାରେ । ସାହାଯ୍ୟ ସହଯୋଗ ମାଧ୍ୟମରେ ଯଶ ସମ୍ମାନର ଅଧିକାରୀ ହେବେ । ନୂତନ ସ୍ଥାନ ପରିଭ୍ରମଣ କରିପାରନ୍ତି । ଯାନ୍ତ୍ରିକ ଶିଳ୍ପରେ ଲାଭବାନ ହେତୁ ଖୁସି ରହିବେ ।

ଉ,ଭାଦ୍ରପଦ- ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଆଲୋଚନା ପରିସରରେ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ବ୍ୟବସାୟରେ ନୂଆ କୈାଶଳ ପ୍ରୟୋଗ କରିବେ । ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ ।

ରେବତୀ- ଭୂ-ସମ୍ପତ୍ତି କିଣିବାର ଯୋଗ ରହିଛି । ମହିଳାଙ୍କ ଭାଗ୍ୟ ଉଦ୍ୟୟ ହୋଇପାରେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :