• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Cancer

କର୍କଟ

Wednesday 06 Dec 2023

ପୁନର୍ବସୁ- ପ୍ରେମିକ ପ୍ରେମିକା ମାନେ ନିକଟତର ହେବେ । ଶାରୀରିକ ଅସୁସ୍ଥତା ଜନିତ ପୀଡାରେ କଷ୍ଟ ପାଇପାରନ୍ତି । ନିଜ ଲୋକଙ୍କ ଉପରେ ଭରସା କରିବାରେ ମନରେ ଦ୍ୱନ୍ଦ ଆସିବ । ସନ୍ତାନ ମାନଙ୍କ ଉନ୍ନତି ପାଇଁ ମନରେ ଖୁସି ଆସିବ ।

ପୁଷ୍ୟା- ବାରମ୍ବାର ଚେଷ୍ଟା କରି କର୍ମ କ୍ଷେତ୍ରରେ କିଛିଟା ସୁଫଳ ପାଇପାରନ୍ତି । ରାଜନୀତିରେ ବିରୋଧୀର ସମ୍ମୁଖୀନ ହେଲେ ମଧ୍ୟ ବିରୋଧୀ ପକ୍ଷ କିଛି କ୍ଷତି କରିପାରିବେ ନାହିଁ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ।

ଅଶ୍ଲେଷା- ନିଜ ସିଦ୍ଧାନ୍ତରେ ଅଟଳ ରହିବା ଫଳରେ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ଶତୃମାନେ ମଥାନତ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ

ପ୍ରତିକାର – କୌଣସି ଅସହାୟ ବ୍ୟକ୍ତିଙ୍କୁ ସାହାଯ୍ୟ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :