• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Virgo

କନ୍ୟା

Wednesday 06 Dec 2023

ଉ,ଫଳଗୁନି- ପ୍ରେମିକ ପ୍ରେମିକା ମାନେ ବିଶ୍ୱାସ ଭାଜନ ହେବେ । ଜଣେ ଅପରିଚିତ ବ୍ୟକ୍ତିଙ୍କର ସାହାଯ୍ୟ ସହଯୋଗ ପାଇ ଅସମ୍ପୂର୍ଣ୍ଣ କାମଟିକୁ ସମ୍ପୂର୍ଣ୍ଣ କରିପାରନ୍ତି । ଶାରିରୀକ ପୀଡା ଭୋଗିଲେ ମଧ୍ୟ ଅନ୍ୟ ସମସ୍ତ କର୍ମରେ ଶୁଭଫଳ ପାଇବେ ।

ହସ୍ତା- ବ୍ୟବସାୟରେ ଧନଲାଭର ନୂଆ ଉତ୍ସ ତଲାସ କରିବେ । ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ । ବାସଗୃହ ବା ଯାନବାହନର ନବୀକରଣ କରିବାର ନାନାବିଧ ସୁଯୋଗ ପାଇବେ ।

ଚିତ୍ରା- ଜମିଜମା ଓ ଯାନବାହନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ମାଲି ମକଦ୍ଦମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ ।

ପ୍ରତିକାର -ପାଣିରେ କିଛି ଲୁଣ ପକାଇ ଘରକୁ ପୋଛନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :