• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Scorpio

ବିଛା

Wednesday 06 Dec 2023

ବିଶାଖା- କାର୍ଯ୍ୟକ୍ଷେତ୍ରରେ ଆମଦାନୀ ବୃଦ୍ଧିର ସୁଯୋଗ ପାଇବେ । ଅଚାନକ କୌଣସି ପୁରୁଣା ବନ୍ଧୁ ଦେଖାହେବେ । ଦୀର୍ଘ ଦିନର ଘରୋଇ ସମସ୍ୟା ଦୂର ହୋଇଯିବ ।

ଅନୁରାଧା- ଅଫିସରେ ଉଚ୍ଚ କର୍ମଚାରୀଙ୍କ ଠାରୁ ଆପଣ କାମ ଶିଖିବେ । ପୁରୁଣା ବନ୍ଧୁଙ୍କ ସହିତ ଭେଟ ହୋଇପାରେ । ବିରୋଧୀ ମାନେ କ୍ଷତି କରିପାରନ୍ତି ।

ଜ୍ୟେଷ୍ଠା- ରାଜନୀତିରେ ଲକ୍ଷ୍ୟପ୍ରାପ୍ତିର ଆଶା ନିରର୍ଥକ ହେବ ନାହିଁ । ମାଲିମକନ୍ଦମା କ୍ଷେତ୍ରରେ ଉତ୍ତମ ଫଳ ପାଇବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କ ସହିତ ଯାତାୟତ କରିବା ଉଚିତ୍‌ ।

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :