• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 6th Dec 2023 : ଭୂସମ୍ପତ୍ତି କିଣିବାର ଯୋଗ, ଦୂର ହେବ ଦୀର୍ଘ ଦିନର ଘରୋଇ ସମସ୍ୟା

ସୌର ବିଛା ମାସ ମାର୍ଗଶିର କୃଷ୍ଣପକ୍ଷ । ଇଂରାଜୀରେ ୦୬ ତାରିଖ ବୁଧବାର । ଚନ୍ଦ୍ର- ସିଂହ ଦିବା ୧୦.୨୧ ଗତେ କନ୍ୟା । ତିଥି- ୯ମୀ ରାତ୍ରି ୦୩.୦୪ ଗତେ ୧୦ମୀ । ଘାତଚନ୍ଦ୍ର- କର୍କଟ ଓ ମକର ରାଶିର, ଦିବା ୧୦.୨୧ ଗତେ ବୃଷ ରାଶିର, ଘାତବାର- କର୍କଟ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ।

Sagittarius

ଧନୁ

Wednesday 06 Dec 2023

ମୂଳା- ସ୍ୱାସ୍ଥ୍ୟରେ ସକାରତ୍ମକ ପରିବର୍ତ୍ତନ ଆସିପାରେ । କର୍ମକ୍ଷେତ୍ରରେ ଉତ୍ସାହଜନକ ରହିବ । ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ।

ପୂ,ଷାଢା- ଅଫିସରେ ଆପଣଙ୍କ ପରାମର୍ଶକୁ ସମ୍ମାନ କରିବେ । ପ୍ରଶାସନିକ ସ୍ତରରେ ଅଭିଯୋଗ ଆସିପାରେ । ଜମିଜମା କାରବାରରେ ଠକାମିରେ ପଡିପାରନ୍ତି ।

ଉ,ଷାଢା- ଆପଣଙ୍କ ଧ୍ୟାନ ଧର୍ମ କାର୍ଯ୍ୟରେ ଲାଗି ରହିବ । ସନ୍ତାନଙ୍କ ଠାରୁ ଖୁସି ଖବର ପାଇବେ । ଲାଗି ରହିଥିବା ମତାନ୍ତର ଦୂର ହୋଇଯିବ । ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ ।

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :