• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Pisces

ମୀନ

Tuesday 21 Nov 2023

ପୂ,ଭାଦ୍ରପଦ- ମାନସିକ ଉତ୍ତେଜନା ଭୋଗିବେ । ଆପଣଙ୍କ ଚିନ୍ତା ଧାରାକୁ ବଦଳାଇ ବ୍ୟବସାୟରେ ଲାଭବାନ୍ ହେବାକୁ ଚେଷ୍ଟା କରିବେ । କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ଲାଭ କରିବେ ।

ଉ,ଭାଦ୍ରପଦ- ସେୟାର ବଜାରରେ ଅର୍ଥ ନିବେଶ କରି ଲାଭାଂଶ କମାଇବେ । ଆଗ୍ରହି ବିଷୟଗୁଡିକ ଅଧ୍ୟୟନ କରିବାରେ ସୁଯୋଗ ପାଇବେ । ଯାନବାହନ, ବ୍ୟବସାୟରେ ସଫଳତା ଲାଭ କରିବେ ।

ରେବତୀ- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି । ବିଦ୍ୟାର୍ଥୀ କ୍ୟାରିୟରରେ ଉନ୍ନତି ପାଇଁ ଅଧିକ ପରିଶ୍ରମ କରିବେ ।

ପ୍ରତିକାର – ମା ତାରାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :