Advertisment

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

author-image
Prangyan Parimita
Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା
ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।