• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Gemini

ମିଥୁନ

Tuesday 21 Nov 2023

ମୃଗଶିରା- ବ୍ୟବସାୟକୁ ବିସ୍ତାର କରିବା ପାଇଁ ଆପଣଙ୍କର ବିଶ୍ୱାସ ଆସିବ । ଦେହ ଭଲ ରହିଲେ ମଧ୍ୟ ମନରେ ଭୟ ଦେଖାଦେବ । ଆୟରେ ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ ।

ଆଦ୍ରା- ଚାକିରୀରେ କର୍ମତତ୍ପର ରହି ସମସ୍ତଙ୍କର ପ୍ରିୟ ପାତ୍ର ହୋଇପାରିବ । ଶିକ୍ଷାକ୍ଷେତ୍ରରେ ଆପଣଙ୍କୁ କମ୍ ପରିଶ୍ରମରେ ଅଧିକ ଫଳ ପାଇବେ । ରାଜନୀତିରେ କିଛି ବିଶେଃଷ କଥା ଆଲୋଚନା କରିବେ ।

ପୁନର୍ବସୁ- ଆୟର ପନ୍ଥା ଖୋଲିଯିବ । ଯାନ, ବାହନ କରିବାରେ ଆଗ୍ରହ ବଢିବ । ମହିଳା ମାନେ ମନରେ ବ୍ୟାକୁଳତା ଅନୁଭବ କରିବେ । ପରିବାରରେ ସମ୍ପତ୍ତିକୁ ନେଇ ବିବାଦ ଉପୁଜିଲେ ବି ଆପସ ବୁଝାମଣା ମାଧ୍ୟମରେ ସମସ୍ୟାର ସମାଧାନ ହୋଇଯିବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :