• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Cancer

କର୍କଟ

Tuesday 21 Nov 2023

ପୁନର୍ବସୁ- ଆପଣ ନିଜ ସ୍ୱାସ୍ଥ୍ୟ ପ୍ରତି ସତର୍କ ରହିବା ଆବଶ୍ୟକ । କର୍ମକ୍ଷେତ୍ରରେ ସହକର୍ମୀ ମାନେ କୌଶଳ କରି ଆପଣଙ୍କ ଠାରୁ କାର୍ଯ୍ୟ ହାସଲ କରିବାରେ ସକ୍ଷମ ହେବେ । ବ୍ୟବସାୟରେ ପରିବର୍ତ୍ତନ ଆଣିବା ସହିତ କିଛି ନୂତନ ବୟବସାୟ ମଧ୍ୟ ଆରମ୍ଭ କରିପାରନ୍ତି ।

ପୁଷ୍ୟା- ଲକ୍ଷ୍ୟ ହାସଲ କରିବାକୁ ଅଧିକ ପରିଶ୍ରମ କରିବାକୁ ପଡିପାରେ । ଆପଣଙ୍କୁ ଅତିରିକ୍ତ ଖର୍ଚ୍ଚ ମଧ୍ୟ କରିବାକୁ ପଡିପାରେ । ଛାତ୍ରମାନେ ଅଧିକ ପରିଶ୍ରମ କରି ସେମାନଙ୍କର ଆତ୍ମବିଶ୍ୱାସ ବଢିବ ।

ଅଶ୍ଲେଷା- ସଭା ସମିତିରେ କୌଣସି କଥା ଆପଣଙ୍କ ସପକ୍ଷରେ ଯିବ ନାହିଁ । ପାଖରେ ଥିବା ଲୋକଟିର କଥା ସନ୍ଦେହ ଜନକ ରହିପାରେ । ଆର୍ଥିକ ଦିଗରୁ ସନ୍ତୋଷଜନକ ଫଳ ପାଇବେ ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :