• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Leo

ସିଂହ

Tuesday 21 Nov 2023

ମଘା- ନିଜର ଦକ୍ଷତା ଅନୁସାରେ କର୍ମକ୍ଷେତ୍ରରେ ବଡ ଦାୟିତ୍ୱ ନେଇପାରନ୍ତି । ଭାଙ୍ଗି ଯାଇଥିବା ସମ୍ପର୍କ ପୁନର୍ବାର ଯୋଡି ହୋଇପାରେ । ପ୍ରେମ ସମ୍ବନ୍ଧ ପ୍ରତି ଆପଣ ଅଧିକ ଯତ୍ନବାନ୍ ହେବେ ।

ପୂ,ଫାଲଗୁନି- ପୁତ୍ର କନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରନ୍ତି ।

ଉ,ଫାଲଗୁନି- ଆପଣଙ୍କର ମନ ଦୃଢ ହେବ । ଆପଣ ଅଭିଜ୍ଞତା ଅର୍ଜନ କରିବେ ଯାହା ଫଳପ୍ରଦ ଏବଂ ମୂଲ୍ୟବାନ ପ୍ରମାଣିତ ହେବ । ପ୍ରତ୍ୟେକ ବାଧାବିଘ୍ନକୁ ଦୂର କରିବାରେ ସକ୍ଷମ ହେବେ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :