• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Virgo

କନ୍ୟା

Tuesday 21 Nov 2023

ଉ,ଫାଲଗୁନି- ପୁସ୍ତକ ବ୍ୟବସାୟ, ପ୍ରସାଧନ ସାମଗ୍ରୀ ବ୍ୟବସାୟରେ ସଫଳତା ପାଇବେ । ବିଦ୍ୟାର୍ଥୀମାନେ ପଢାରେ ଶିକ୍ଷକଙ୍କ ସହାୟତା ପାଇବେ । ପରୋକ୍ଷ ଷଡଯନ୍ତ୍ର ମନରେ ହତାଶ ଭାବ ଦେଖା ଦେଇପାରେ ।

ହସ୍ତା- ପୁତ୍ରକନ୍ୟା ମାନଙ୍କର ଆଚରଣ ଆପଣଙ୍କୁ ଆଘାତ ଦେଇପାରେ । ପ୍ରେମୀଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ଚିତ୍ରା- ବାଦବିବାଦ କ୍ଷେତ୍ରରେ ବିଜୟୀ ହେବେ । ଘରୋଇ ସଂସାର କର୍ମକ୍ଷେତ୍ରରେ ସହଯୋଗୀ ମାନେ ସହଯୋଗ କରିବା ଫଳରେ ଉନ୍ନତିର ସୁଯୋଗ ପାଇବେ । ଚଳଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ପାଇବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :