• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Libra

ତୁଳା

Tuesday 21 Nov 2023

ଚିତ୍ରା- ଶାରୀରିକ ଅବସ୍ଥାରେ ସନ୍ତୁଳନ ପାଇବେ । ଆପଣ ଭଲ ପାଉଥିବା ଲୋକଙ୍କ ସହିତ ଆପଣ ସମୟ ବିତାଇବେ । ନିଜର ବନ୍ଧନକୁ ଦୃଢ କରିବା ପାଇଁ ପ୍ରୟାସ କରିବେ । ଯଦି ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରନ୍ତି, ତେବେ ଫଳାଫଳ ଅନୂକୁଳ ହେବ ।

ସ୍ୱାତୀ- ଘରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ବିଚାର କରିବେ । ଆପଣଙ୍କ ଜୀବନ ସାଥିଙ୍କ ସହିତ ମଧୁର ସମ୍ପର୍କ ରହିବ । ଚାକିରି ଖୋଜୁଥିବା ଲୋକଙ୍କୁ ଭଲ ଚାକିରି ମିଳିପାରେ ।

ବିଶାଖା- ଶିକ୍ଷା କ୍ଷେତ୍ରରେ ଅଭିଜ୍ଞତା ବଢିବ । ସମ୍ପତିବାଡିକୁ ନେଇ ଅନେକ ପରିସ୍ଥିତି ଦେଖା ଦେଇପାରେ । ମହିଳାମାନଙ୍କୁ ଅନେକ ଚାପରେ ଗତି କରିବାକୁ ପଡିପାରେ ।

ପ୍ରତିକାର – ପର୍ଶୁରାମଙ୍କର ଫଟୋକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :