• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Scorpio

ବିଛା

Tuesday 21 Nov 2023

ବିଶାଖା- ରୋଗୀ ମାନଙ୍କ ରୋଗ ପ୍ରାୟତଃ କମି ଯାଇପାରେ । ପରିସ୍ଥିତି ବଦଳି ଯିବା ଫଳରେ ଅଯଥା ହଇରାଣ ହୋଇପାରନ୍ତି । କୌଣସି କାର୍ଯ୍ୟର ସମାଧାନ ହୋଇଯିବ ।

ଅନୁରାଧା- ଆପଣଙ୍କ ବ୍ୟକ୍ତିତ୍ୱ ପ୍ରତ୍ୟେକ କ୍ଷେତ୍ରରେ ବିକାଶ ହେବ । ପରୀକ୍ଷା ପ୍ରାର୍ଥୀ ମାନେ ଶ୍ରେଷ୍ଠ ପ୍ରଦର୍ଶନକାରୀ ହେବାର ସମ୍ଭାବନା ଅଧିକ ଦେଖାଦେବ । ଫିଲ୍ମ ଉଦ୍ୟୋଗୀଙ୍କ କ୍ଷେତ୍ରରେ ଥିବା ଭଲ ସୁଯୋଗ ମିଳିବ ।

ଜ୍ୟେଷ୍ଠା- ରାଜନୀତିରେ ଆଗକୁ ଯିବେ । ଆପଣଙ୍କୁ ନୂଆ ଦାୟିତ୍ୱ ମିଳିପାରେ । ମସ୍ତିଷ୍କରୁ ଲାଗି ରହିଥିବା ସବୁ ଚିନ୍ତା ସମାପ୍ତ ହେବ ।

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :