• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Sagittarius

ଧନୁ

Tuesday 21 Nov 2023

ମୂଳା-କର୍ମକ୍ଷେତ୍ରରେ ସହଭାଗୀ ମାନଙ୍କ ସହ ଖୁସିରେ କାମ କରିବେ । ବ୍ୟବସାୟରେ ଭଲ ଅର୍ଥ ପାଇବେ । ମହିଳାମାନେ ମଧ୍ୟ କର୍ମ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ।

ପୂ,ଷାଢା- ପରିବାରରେ ଚିନ୍ତା ବଢିପାରେ । ଚାକିରି କ୍ଷେତ୍ରରେ ପ୍ରାଧାନ୍ୟ ହ୍ରାସ ପାଇବେ । ମୋହରେ ପଡି ଅପଦସ୍ତ ହେବେ । ଆତ୍ମୀୟଙ୍କ ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ ।

ଉ,ଷାଢା- ନିଜ ଜୀବନକୁ ସୁସଂଗଠିତ ରଖିବା ପାଇଁ ନିଜର ଦକ୍ଷତା ବିକାଶ କରିବା ଆବଶ୍ୟକ । ସରକାରୀ କ୍ଷେତ୍ରର କର୍ମଚାରୀଙ୍କ ଦରମା ବୃଦ୍ଧି ପାଇପାରେ । ମହିଳାମାନେ କାର୍ଯ୍ୟ ବ୍ୟସ୍ତ ରହି ପାରନ୍ତି ।

ପ୍ରତିକାର – ଶ୍ରୀ ବାମନଙ୍କ ବିଗ୍ରହକୁ ପୂଜା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :