• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Capricorn

ମକର

Tuesday 21 Nov 2023

ଉ,ଷାଢା- ଶରୀରରେ କିଛି ସମସ୍ୟା ଦେଖାଦେଇପାରେ । ନିଜର ବ୍ୟବସାୟକୁ ବିସ୍ତାର କରିବା ପାଇଁ ପଦକ୍ଷେପ ନେବେ । ଚାକିରି କ୍ଷେତ୍ରରେ ଆପଣଙ୍କ କାମକୁ ନେଇ ସହକର୍ମୀ ମାନେ ବିରୋଧ କରିପାରନ୍ତି ।

ଶ୍ରବଣା- ବ୍ୟୟ ଅଧିକ ହେଲେ ବି ଆୟ ସଂଖ୍ୟା ବଢିପାରେ । କୌଣସି କାର୍ଯ୍ୟରେ ବିଚଳିତ ହୁଅନ୍ତୁ ନାହିଁ । ରାଜନୀତିରେ ବିବାଦ ଦେଖାଦେଲେ ବି ପରେ ସମାଧାନ ହୋଇଯିବ ।

ଧନିଷ୍ଠା- ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ଗୃହବାହନ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇ ପାରନ୍ତି ।

ପ୍ରତିକାର – ଶନିଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :