Daily Horoscope 21st Nov 2023: ଯୋଡିହେବ ଭାଙ୍ଗି ଯାଇଥିବା ସମ୍ପର୍କ, ଖୋଲିଯିବ ଆୟର ପନ୍ଥା

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୧ ତାରିଖ ମଙ୍ଗଳବାର । ଚନ୍ଦ୍ର- କୁମ୍ଭ ଅହୋରାତ୍ର । ତିଥି- ୯ମୀ ରାତ୍ରି ୦୧.୧୦ ଗତେ ୧୦ମୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ରାତ୍ରି ୦୮.୦୧ ଗତେ ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଛନ ଦାନ ।

Aries

ମେଷ

Tuesday 21 Nov 2023

ଅଶ୍ୱନୀ- ଜୀବନ ସାଥୀଙ୍କ ସହିତ ଖୁସିରେ ସମୟ ବିତାଇବେ । ମନକୁ ସ୍ଥିର କରି ନୂଆ ବ୍ୟବସାୟ ଆରମ୍ଭ କରିବେ । କର୍ମକ୍ଷେତ୍ରରେ ନିଜ ପ୍ରତିଭାର ପ୍ରଣାମ ଦେଇ ଆଗକୁ ବଢିବେ ।

ଦ୍ୱିଜା- ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ଛାତ୍ରଙ୍କୁ କୌଣସି ଅଭିଜ୍ଞ ବ୍ୟକ୍ତିଙ୍କ ଠାରୁ ଭଲ ପରାମର୍ଶ ମିଳିବ । ଚାକିରି କ୍ଷେତ୍ରରେ ନିଜର ତୀକ୍ଷ୍ଣ ବୁଦ୍ଧିମତାର ପରିଚୟ ଦେବେ ।

କୃତିକା- ରାଜନୀତିରେ ଦୁଃସାହସିକ ପଦକ୍ଷେପ ଗ୍ରହଣ କରିବେ । ଖଳ ଲୋକଙ୍କ ଦ୍ୱାରା କ୍ଷତିଗ୍ରସ୍ତ ହୋଇପାରନ୍ତି । ଶିକ୍ଷାର୍ଥୀ ମାନଙ୍କର ଶିକ୍ଷାରେ ଦକ୍ଷତା ଓ ଅଭିଜ୍ଞତା ବଢିବ ।

ପ୍ରତିକାର – ମା ବଗଳାମୂଖିଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :