• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 22 Nov 2023

କୃତିକା- ଶରୀର ଭଲ ରହିବା ସହିତ ବାନ୍ଧବୀଙ୍କ ସହିତ ଦେଖାହୋଇପାରେ । ପରିବହନ, ଓ ଶିଳ୍ପ କ୍ଷେତ୍ରରେ ଲାଭବାନ୍ ହେବେ । ଚାକିରିରେ କୌଶଳ କ୍ରମେ ନିଜର ସ୍ଥିତି ସୁଦୃଢ କରିବେ ।

ରୋହିଣୀ- ରାଜନୀତି କ୍ଷେତ୍ରରେ ବିଜୟ ଲାଭ କରିବେ । କର୍ମ କ୍ଷେତ୍ରରେ ଉଚ୍ଚ ପଦବୀ ଲାଭ କରି ପାରନ୍ତି । ବିଦ୍ୟାର୍ଥିମାନେ ଅଧ୍ୟୟନରତ ରହିବେ । ସାମାଜିକ ଗଣ ମାଧ୍ୟମରେ ସହଯୋଗ ଦେବେ ।

ମୃଗଶିରା- ଚୋରି ହେବା ସମ୍ଭାବନା ରହିଛି । ମହିଳା ମାନେ ପୂରାତନ ରୋଗର ପୀଡା ଅନୁଭବ କରିବେ । ଜମି କିଣିବା ବେଳେ ଗୁରୁଜନଙ୍କ ପରାମର୍ଶ ନିଅନ୍ତୁ । ମଧୁର ବ୍ୟବହାର ପାଇଁ ଅନ୍ୟ ମାନଙ୍କୁ ଆକର୍ଷଣ କରି ପାରିବେ ।

ପ୍ରତିକାର – ଦେବୀ ମନ୍ଦିରରେ ଅରୁଆ ଚାଉଳ ଦାନ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :