• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Pisces

ମୀନ

Wednesday 22 Nov 2023

ପୂ,ଭାଦ୍ରପଦ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀ ମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗ ସାହାଯ୍ୟ ପାଇବେ । ଆଜି କୌଣସି ଆନୁଷ୍ଠାନିକ କାମରେ ନିୟୋଜିତ ରହିବେ ।

ଉ,ଭାଦ୍ରପଦ-କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ ମାନଙ୍କ ସହିତ କିଛି ବାଦ ବିବାଦ ଉପୁଜିପାରେ । ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହାୟତା କରିବେ । ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।

ରେବତୀ- ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ । କିଣାବିକା କ୍ଷେତ୍ରରେ ସତର୍କତା ଅବଲମ୍ବନ ନକଲେ ଠକାମିରେ ପଡିପାରନ୍ତି ।

ପ୍ରତିକାର – ଶ୍ରୀ ବିଷ୍ଣୁ ସାହସ୍ରନାମା ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :