• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 22 Nov 2023

ପୁନର୍ବସୁ- ଦାମ୍ପତ୍ୟ କଳହର ଅବସାନ ଘଟିବ । ଅନେକ ଦିନରୁ ବାକି ରହିଥିବା କାମକୁ ଆଜି ସଂପୂର୍ଣ୍ଣ କରିବେ । ଆର୍ଥିକ କ୍ଷେତ୍ରରେ ଲାଭବାନ୍ ସହିତ ସଂଚୟ କରିପାରନ୍ତି । ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ ।

ପୁଷ୍ୟା- ରାଜନୀତିରେ କୌଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଅଶ୍ଲେଷା- ସଞ୍ଚୟ ଅଧିକ କରି ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହୋଇପାରନ୍ତି । ଜମିଜମା କ୍ରୟ କରିବା ପାଇଁ ଯୋଜନା କରିପାରନ୍ତି । ମହିଳା ମାନଙ୍କର ଗୁରୁଜନ ମାନଙ୍କ ସହିତ ମତାନ୍ତର ଘଟିପାରେ ।

ପ୍ରତିକାର – କୌଣସି ଭୋକିଲା ଲୋକଙ୍କୁ ଖାଦ୍ୟ ଦିଅନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :