• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Leo

ସିଂହ

Wednesday 22 Nov 2023

ମଘା- ବନ୍ଧୁ ମାନଙ୍କ ସହିତ ହସ ଖୁସିରେ ସମୟ କଟାଇବେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ସାମାନ୍ୟ ଉନ୍ନତି ଦେଖାଦେବ । ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ପ୍ରତିଦ୍ୱନ୍ଦିତା ବଢିବ । ଦୂର ଜାଗାକୁ ଭ୍ରମଣରେ ଯାଇପାରନ୍ତି ।

ପୂ,ଫାଲଗୁନି- ରାଜନୀତିରେ ଅଗ୍ରଣୀ ଭୂମିକା ନେବେ । ଛାତ୍ରଛାତ୍ରୀମାନେ ପଢାରେ ମନ ଯୋଗ ରଖି ପାରିବେ ନାହିଁ । ଚାକିରି କ୍ଷେତ୍ରରେ ମନ ଅସ୍ଥିରତା ରହିବ । ଅନ୍ତରଙ୍ଗ ବନ୍ଧୁଙ୍କ ସହିତ ସମୟ ବିତାଇବେ । ବଡ କଂପାନିରେ ଚାକିରି ପାଇଁ ସୁଯୋଗ ଆସିପାରେ ।

ଉ,ଫାଲଗୁନି- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସଘାତ କରିପାରନ୍ତି । ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ଶ୍ରୀ ମାତଙ୍ଗି ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :