• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Virgo

କନ୍ୟା

Wednesday 22 Nov 2023

ଉ,ଫଳଗୁନି- କର୍ମ କ୍ଷେତ୍ରରେ ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରି ଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ହସ୍ତା-– କର୍ମ କ୍ଷେତ୍ରରେ ଅନ୍ୟ ମାନେ ଆପଣଙ୍କର କର୍ମ କରିବାର ଶୈଳୀକୁ ବୁଝିପାରିବେ ନାହିଁ । ସାମ୍ବାଦିକତା କ୍ଷେତ୍ରରେ ପ୍ରଂଶସା ସାଉଟିବେ । ବିଦ୍ୟାର୍ଥୀ ମାନେ ଏକାଗ୍ରତା ରକ୍ଷା କରିବେ ।

ଚିତ୍ରା- ଜମିବାଡି ସମ୍ବନ୍ଧିୟ ସମସ୍ୟାରୁ ମୁକ୍ତି ପାଇବେ । ମହିଳାମାନେ କୌଣସି ଧର୍ମାନୁଷ୍ଠାନରେ କିଛି ଅଗ୍ରଣି ଦାୟିତ୍ୱ ନେଇ ପାରନ୍ତି । ଅନ୍ୟମନସ୍କତା ଓ ଆଘାତପ୍ରାପ୍ତିର ଆଶଙ୍କା ରହିଛି ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :