• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 22 Nov 2023

ବିଶାଖା- ଜଣେ ବାଲ୍ୟ ବନ୍ଧୁଙ୍କ ସାହାଯ୍ୟରେ ଦୀର୍ଘ ଦିନର ଆଶା ପୂରଣ କରିପାରିବେ । ବ୍ୟବସାୟୀ ନିଜର ଜରୁରୀ କାଗକ ପତ୍ର ସମ୍ଭାଳି ରଖନ୍ତୁ । କର୍ମକ୍ଷେତ୍ରରେ ଅହେତୁକ ବାଧାବିଘ୍ନ ଦେଇ ଗତିକରିବେ ।

ଅନୁରାଧା- କ୍ରୀଡ଼ା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ । ଚାକିରିରେ ପ୍ରାଧ୍ୟନତା ମିଳିବ । ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ ।

ଜ୍ୟେଷ୍ଠା- ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ପରିବହନ ଓ ଶିଳ୍ପରେ ମାନ୍ଦା ହେବାର ଦେଖାଦେଇ ପାରେ । ପୂର୍ବରୁ କରିଥିବା କର୍ମ ପାଇଁ ଦଣ୍ଡ ପାଇ ପାରନ୍ତି ।

ପ୍ରତିକାର – ମା ବଗଳାମୁଖୀଙ୍କ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :