• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 22nd Nov 2023: ଖର୍ଚ୍ଚ କମ୍ କରନ୍ତୁ ନଚେତ୍ ହଇରାଣ ହେବେ,ଦାମ୍ପତ୍ୟ କଳହର ଅବସାନ ଘଟିବ

ସୌର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୨ ତାରିଖ ବୁଧବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୫୮ ଗତେ ମୀନ । ତିଥି- ୧୦ମୀ ରାତ୍ରି ୧୧.୦୪ ଗତେ ୧୧ଶୀ । ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୨.୫୮ ଗତେ ଧନୁ ରାଶିର । ଘାତବାର- କର୍କଟ ରାଶିର ,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଛନ ଦାନ ସନ୍ଧ୍ୟା ୦୬.୩୭ ପର୍ଯ୍ୟନ୍ତ ।

Sagittarius

ଧନୁ

Wednesday 22 Nov 2023

ମୂଳା- କାର୍ଯ୍ୟ କ୍ଷେତ୍ରରେ କୁଶଳତାପୂର୍ବକ ନିଜର ଅଭିଳାଷ ପୂରଣ କରିବେ । ବ୍ୟବସାୟରେ ପ୍ରଭାବ ବିସ୍ତାର କରିବେ । ଧର୍ମ ମନୋଭାବ ଦ୍ୱାରା ପରିଜନ ମାନଙ୍କଠାରେ ପ୍ରିୟଭାଜନ ହେବେ ।

ପୂ,ଷାଢା- ରାଜନୀତିରେ ମନ ଚାହୁଁଥିବା ପଦ ପାଇବେ । ଜିବିକା ଅର୍ଜନରେ ସଫଳତା ଲାଭ ପାଇବେ । ଶିକ୍ଷାର୍ଥୀ ମାନେ ପରିଶ୍ରମ ମୁତାବକ ଫଳ ପାଇବେ । ଆଶା କରୁଥିବା କାମରେ ଟିକେ ଡେରିରେ ସଫଳତା ପାଇବେ ।

ଉ,ଷାଢା- କୋର୍ଟକଚେରୀ ମାମଲାରେ ଲାଗିରହିଥିବା ଅଚଳାବସ୍ଥା ଦୂରିଭୂତ ହେବ । ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ନୂଆ ବିଚାର ଆପଣଙ୍କ ଆର୍ଥିକ ପକ୍ଷ ଲାଗି ଲାଭଦାୟକ ।

ପ୍ରତିକାର – ଶ୍ରୀ ଗଣେଷଙ୍କ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :