• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Taurus

ବୃଷ

Thursday 23 Nov 2023

କୃତିକା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର୍ଯ୍ୟ ହାସଲ କରିବେ । ପତ୍ନୀଙ୍କ ସହିତ ମତ ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ଦୂର ଯାତ୍ରାରେ ସଫଳତା ମିଳିବ ।

ରୋହିଣୀ- ନୂତନ ଭାବରେ ଆରମ୍ଭ କରୁଥିବା କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟରେ ଆଂଶିକ ସଫଳତା ପାଇବେ । ରାଜନୀତିରେ ଛୋଟ କଥାକୁ ବଡ କରି ବିବାଦ ଲାଗିପାରେ । ଛାତ୍ରଛାତ୍ରୀମାନେ ପଢାରେ କଷ୍ଟ କରିବେ ।

ମୃଗଶିରା-

ବିବାହ କରିବା ଲାଗି ନିଷ୍ପତ୍ତି ନେଇ ପାରନ୍ତି । ମନୋରଂଜନ କାର୍ଯ୍ୟରେ ଖର୍ଚ୍ଚ କରିବେ । ସାମାଜିକ କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ । ଛାତ୍ରଛାତ୍ରୀ ପରୀକ୍ଷାରେ ଭଲ କରିବେ । ଆପଣଙ୍କ ସମ୍ମୁଖକୁ ନୂଆ ଆହ୍ୱାନ ଆସିପାରେ ।

ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :