• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Aquarius

କୁମ୍ଭ

Thursday 23 Nov 2023

ଧନିଷ୍ଠା- ସ୍ୱାସ୍ଥ୍ୟ ଜନିତ ସମସ୍ୟା ଦେଖାଦେଇପାରେ । ନୂଆ ଘର ବା ଜମି କିଣିବାରେ ଦିନଟି ଶୁଭ ରହିବ । ପୁରୁଣା କରଜ ଆପଣଙ୍କୁ ଫେରସ୍ତ ମିଳିପାରେ । ବ୍ୟବସାୟରେ ଯୋଜନାବଦ୍ଧ ରୂପେ କାମ କରିବେ । ଚାକିରୀରେ ଆପଣଙ୍କର ପ୍ରାଧାନ୍ୟ ବଢିବ ।

ଶତଭିଷା- ସାମୟିକ ଭାବରେ ଶାରୀରିକ ଅସୁସ୍ଥତା ଦେଖାଦେଇପାରେ । ଅସ୍ଥିରତା କାରଣରୁ କୌଣସି କାର୍ଯ୍ୟକୁ ଠିକ୍ ଭାବରେ କରିପାରିବେ ନାହିଁ । ମହିଳାମାନେମାନ ସମ୍ମାନ ପାଇବେ ।

ପୂ,ଭାଦ୍ରପଦ- ଆୟନୀର ଆଶ୍ରୟ ନେଇ ପାରନ୍ତି । ଶିକ୍ଷାକ୍ଷେତ୍ରରେ ଉଚ୍ଚ ଶ୍ରେଣୀ ପାଇବାସହ ବିଦ୍ୟାର୍ଥିମାନେ ନିଜ କ୍ୟାରିୟର ପାଇଁ ଭଲ ସୁଯୋଗ ପାଇବେ । ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :