• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 23rd Nov 2023: ବିବାହ କରିବା ଲାଗି ନିଷ୍ପତ୍ତି ନେବେ,ଅପ୍ରତ୍ୟାଶିତ ଧନ ପ୍ରାପ୍ତି ସମ୍ଭାବନା

ସୈାର ବିଛା ମାସ କାର୍ତ୍ତିକ ଶୁକ୍ଳପକ୍ଷ । ଇଂରାଜୀରେ ୨୩ ତାରିଖ ଗୁରୁବାର । ଚନ୍ଦ୍ର- ମୀନ ଅହୋରାତ୍ର । ତିଥି- ୧୧ଶୀ ରାତ୍ରି ୦୯.୦୨ ଗତେ ୧୨ଶୀ । ଘାତଚନ୍ଦ୍ର- ଧନୁ ରାଶିର ଅହୋରାତ୍ର ,ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ରାତ୍ରି ୦୯.୦୨ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ।

Pisces

ମୀନ

Thursday 23 Nov 2023

ପୂ,ଭାଦ୍ରପଦ- ପାରିବାରିକ ସମସ୍ୟା ଚିନ୍ତାର କାରଣ ହୋଇପାରେ । ଦୂରେଇ ଚାଲି ଯାଇଥିବା ବନ୍ଧୁ ଆପଣଙ୍କ ସହ ମିଶିବା ପାଇଁ ଚେଷ୍ଟା କରିବେ ।  

ଉ,ଭାଦ୍ରପଦ- ନିଜର ଶ୍ରମ ଅନୁଯାୟୀ ଅଧିକ ଫଳ ପାଇବେ । ଛାତ୍ରଛାତ୍ରୀମାନେ ଗଠନ ମୂଳକ କାର୍ଯ୍ୟରୁ ପ୍ରଶଂସିତ ହୋଇ ପାରନ୍ତି । ନୂତନ କର୍ମ କରିବା ପାଇଁ ସୂବର୍ଣ୍ଣ ସୁଯୋଗ ପାଇବେ । ରାଜନୀତିରେ ଲୋକ ସଂପର୍କ ବୃଦ୍ଧି ପାଇବ ।

ରେବତୀ- ବିଦ୍ୟାର୍ଥୀ ମାନଙ୍କ ପାଇଁ ଦିନଟି ଶୁଭ ଦାୟକ ରହିବ । ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ଅଗ୍ରାଧୀକାର ଦେଇ କାମ କରିଲେ ଅପେକ୍ଷାକୃତ ସଫଳତା ପାଇ ପାରନ୍ତି । ଆପଣଙ୍କ ପାଖକୁ ନୂଆ ଦାୟିତ୍ୱ ଆସିପାରେ ।

ପ୍ରତିକାର – ମା ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :